• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁରମୟ ରହିବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୨ଶୀ ଅହୋରାତ୍ର,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ

Libra

ତୁଳା

Sunday 02 Apr 2023

ଚିତ୍ରା- ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ପାରିବାରିକ ଜୀବନରେ ଶାନ୍ତିରେ କଟିବ । ସରକାରି ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ

ସ୍ୱାତୀ- ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ

ବିଶାଖା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ମହିଳା ମାନେ ମନରେ ନୂଆ ନୂଆ ବିଚାର ଆସିବ

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :