• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁରମୟ ରହିବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୨ଶୀ ଅହୋରାତ୍ର,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ

Scorpio

ବିଛା

Sunday 02 Apr 2023

ବିଶାଖା- କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ ବୃଦ୍ଧି ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ

ଅନୁରାଧା- ବ୍ୟବସାୟୀ ମାନେ ଭାଗୀଦାରି ବ୍ୟବସାୟ କରିବେ । ରାଜନିତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରିଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ

ଜ୍ୟୋଷ୍ଠା- ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ । ମହିଳା ମାନେ ଦାୟିତ୍ୱବାନ୍ ରହିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :