• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁରମୟ ରହିବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୨ଶୀ ଅହୋରାତ୍ର,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ

Sagittarius

ଧନୁ

Sunday 02 Apr 2023

ମୂଳା – ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ହେବ । କର୍ମକ୍ଷେତ୍ରରେ ନୂତନ କର୍ମନିଯୁକ୍ତିର ସଂମ୍ଭାବନା ଅଧିକ ରହିଛି। ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି ।

ପୂ , ଷାଢା – ବ୍ୟବସାୟରେ ଲାଭାଂଶ କମାଇବେ । ରାଜନୀତିରେ ଆର୍ଥିକ ଲାଭ ମିଳିପାରେ । ଚାକିରିରେ ପଦୋନ୍ନତିର ଯୋଗ ରହିଅଛି । ଘରେ ଖୁସିର ମାହୋଲ୍ ରହିବ । କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଆଲୋଚନାର ପାତ୍ର ହେବେ

ଉ , ଷାଢା – ମୂଲ୍ୟବାନ୍ ଜିନିଷ ଚୋରି ହେବା ସମ୍ଭାବନା ରହିଛି । ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସ୍ଥିତି ରହିପାରେ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :