• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁରମୟ ରହିବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୨ଶୀ ଅହୋରାତ୍ର,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ

Capricorn

ମକର

Sunday 02 Apr 2023

ଉ, ଷାଢା- ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ

ଶ୍ରବଣା- ଚାକିରି କ୍ଷେତ୍ରରେ କୂଟନିତୀ ପଦାରେ ପଡି ଯିବାର ଭୟ ରହିଛି । ରାଜନିତିରେ ସତ୍ୟବାଦି ହେବେ । ଲେଖାପଢାରେ ଧନ ଅର୍ଜନ କରିବେ । ନିଜର ଭଲ ବ୍ୟବହାର ଦେଖାଇ ସମସ୍ତଙ୍କ ମନ ଜିତିବେ

ଧନିଷ୍ଠା- ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ମହିଳା ମାନେ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇ ପାରନ୍ତି । ପୂର୍ବରୁ କରିଥିବା କର୍ମ ପାଇଁ ଦଣ୍ଡ ପାଇ ପାରନ୍ତି

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :