• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୨ ତାରିଖ ମଙ୍ଗଳବାର। ଚନ୍ଦ୍ର- ଧନୁ ନିଶାନ୍ତ ୦୪.୩୬ ଗତେ ମକର। ତିଥି- ୮ମୀ ରାତ୍ରି ୦୮.୦୯ ଗତେ ୯ମୀ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର।

Taurus

ବୃଷ

Tuesday 02 Apr 2024

କୃତିକା- ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରକ ଦ୍ୱନ୍ଦ୍ୱ ମେଣ୍ଟିଯିବ । ଛାତ୍ରଛାତ୍ରୀମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ ।

ରୋହିଣୀ- ଶୃଙ୍ଖଳିତ କର୍ମ, ସନ୍ତୁଳିତ ଖାଦ୍ୟ, ସ୍ୱାସ୍ଥ୍ୟଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ । ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦୃଢ କରିବେ।

ମୃଗଶିରା- ଖୋଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଅନ୍ୟମାନଙ୍କ କଥା ଶୁଣନ୍ତୁ , ହେଲେ ନିଜ ବିବେକ ଅନୁସାରେ କାମ କରନ୍ତୁ । ନୂଆ ପ୍ରସ୍ତାବ ଉପରେ ବିଚାର କରିବେ ।

ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :