• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୨ ତାରିଖ ମଙ୍ଗଳବାର। ଚନ୍ଦ୍ର- ଧନୁ ନିଶାନ୍ତ ୦୪.୩୬ ଗତେ ମକର। ତିଥି- ୮ମୀ ରାତ୍ରି ୦୮.୦୯ ଗତେ ୯ମୀ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର।

Aquarius

କୁମ୍ଭ

Tuesday 02 Apr 2024

ଧନିଷ୍ଠା- ଖାଦ୍ୟ, ପାନୀୟ ସମୟକୁ ସନ୍ତୁଳିତ ରଖିବା ପାଇଁ ଚେଷ୍ଟା କରିବେ । ବ୍ୟବସାୟ ସହିତ ଜଡ଼ିତ ଲୋକଙ୍କ ପାଇଁ ଭଲ ପରିସ୍ଥିତି ସୃଷ୍ଟି ହୋଇପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ

ଶତଭିଷା- ଦାମ୍ପତ୍ୟ ଜୀବନରେ ସମ୍ପର୍କକୁ ଆଗକୁ ନେବାରେ ସଫଳ ହେବେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । ରାଜନୀତିରେ ବିରୋଧୀର ସମ୍ମୁଖୀନ ହେଲେ ମଧ୍ୟ ବିରୋଧୀ ପକ୍ଷ କିଛି କ୍ଷତି କରି ପାରିବେ ନାହିଁ ।

ପୂ,ଭାଦ୍ରପଦ- ତୀର୍ଥଯାତ୍ରାରେ ଦେବ ଦର୍ଶନ କରିପାରନ୍ତି । ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ । ମହିଳାମାନେ ମାନସମ୍ମାନ ପାଇବେ।

ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :