• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୨ ତାରିଖ ମଙ୍ଗଳବାର। ଚନ୍ଦ୍ର- ଧନୁ ନିଶାନ୍ତ ୦୪.୩୬ ଗତେ ମକର। ତିଥି- ୮ମୀ ରାତ୍ରି ୦୮.୦୯ ଗତେ ୯ମୀ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର।

Pisces

ମୀନ

Tuesday 02 Apr 2024

ପୂ,ଭାଦ୍ରପଦ- ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । ଆର୍ଥିକ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିବେ । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି ।

ଉ,ଭାଦ୍ରପଦ- ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ।

ରେବତୀ- ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ । ଆମୋଦ, ପ୍ରମୋଦ, କ୍ରୀଡା,ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।

ପ୍ରତିକାର – ସକାଳୁ ଉଠି ଗୁରୁଜନମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :