• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୨ ତାରିଖ ମଙ୍ଗଳବାର। ଚନ୍ଦ୍ର- ଧନୁ ନିଶାନ୍ତ ୦୪.୩୬ ଗତେ ମକର। ତିଥି- ୮ମୀ ରାତ୍ରି ୦୮.୦୯ ଗତେ ୯ମୀ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର।

Gemini

ମିଥୁନ

Tuesday 02 Apr 2024

ମୃଗଶିରା- ପୁରୁଣା ରୋଗ ଭଲ ହୋଇଯିବ । ନିଜର ଦକ୍ଷତା ପଦର୍ଶନ କରିବା ପାଇଁ ସୁଯୋଗ ପାଇବେ । ବୈବାହିକ ଜୀବନ ପାଇଁ ଏକ ଅନୁକୂଳ ସମୟ ଭାବରେ ପରିଗଣିତ ହେବ ।

ଆଦ୍ରା- ଆର୍ଥିକ କ୍ଷେତ୍ରରେ ଆୟ, ବ୍ୟୟ ସମାନତା ରକ୍ଷା କରିବେ । ବିଦେଶରେ ପଢିବାକୁ ଚାହୁଁଥିବା ଛାତ୍ରମାନଙ୍କ ସ୍ୱପ୍ନ ପୂରଣ ହେବ । ମହିଳାମାନେ ଗପସପରେ ସମୟ ବିତାଇବେ ।

ପୁନର୍ବସୁ- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ରାଜନୀତିରେ ଆଲୋଚନାରେ ନିଜକୁ ସାମିଲ କରିବେ । ପଇସା ଦେବା ନେବା ବେଳେ ସାବଧାନତା ଅବଲମ୍ବନ କରନ୍ତୁ ।

ପ୍ରତିକାର – ମା ବିରଜାଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :