• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୨ ତାରିଖ ମଙ୍ଗଳବାର। ଚନ୍ଦ୍ର- ଧନୁ ନିଶାନ୍ତ ୦୪.୩୬ ଗତେ ମକର। ତିଥି- ୮ମୀ ରାତ୍ରି ୦୮.୦୯ ଗତେ ୯ମୀ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର।

Cancer

କର୍କଟ

Tuesday 02 Apr 2024

ପୁନର୍ବସୁ- ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ବ୍ୟବସାୟରେ ଚରମ ସଫଳତା ହାସଲ କରିବେ । ନିଜ କାର‌୍ୟ୍ୟ କ୍ଷେତ୍ରରେ ଏକ ବଡ଼ ପଦୋନ୍ନତି ପାଇବାର ସମ୍ଭାବନା ପାଇପାରିବେ।

ପୁଷ୍ୟା- ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । ଛାତ୍ରଛାତ୍ରୀମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ ।

ଅଶ୍ଲେଷା- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗୀତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ମନୋରଞ୍ଜନ କାର‌୍ୟ୍ୟରେ ଅଶାନ୍ତି ଉପୁଜିବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ ।

ପ୍ରତିକାର – ମା' ଭୁବନେଶ୍ୱରୀଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :