• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୨ ତାରିଖ ମଙ୍ଗଳବାର। ଚନ୍ଦ୍ର- ଧନୁ ନିଶାନ୍ତ ୦୪.୩୬ ଗତେ ମକର। ତିଥି- ୮ମୀ ରାତ୍ରି ୦୮.୦୯ ଗତେ ୯ମୀ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର।

Leo

ସିଂହ

Tuesday 02 Apr 2024

ମଘା- ସ୍ୱାସ୍ଥ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହୋଇପାରେ । ବିଦେଶରେ କାମ କରିପାରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ । ନିଜର ଆକସ୍ମିକ ବୁଦ୍ଧି ଓ କାର‌୍ୟ୍ୟ କରିବା ଶୈଳୀରେ ପରିବର୍ତ୍ତନ ଆଣିବେ।

ପୂ,ଫାଲଗୁନି- କରଜ ପରିଶୋଧ କରିବାରେ ସକ୍ଷମ ହେବେ । ଆପଣ ଅଧ୍ୟୟନ କରିବାକୁ ଖୁବ୍ ଆଗ୍ରହୀ ହେବେ । କଳା କ୍ଷେତ୍ରରେ ଥିବା ଲୋକମାନେ ଭଲ ପ୍ରଦର୍ଶନ କରିବେ।

ଉ,ଫାଲଗୁନି- ହଠାତ୍ ଉପୁଜୁଥିବା କ୍ରୋଧକୁ ଆୟତ୍ତରେ ରଖନ୍ତୁ । ବିଶିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ଭାବିଥିବା କୌଣସି ଜରୁରୀ କାମ ସଂପୂର୍ଣ୍ଣ ହେବ ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :