• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୨ ତାରିଖ ମଙ୍ଗଳବାର। ଚନ୍ଦ୍ର- ଧନୁ ନିଶାନ୍ତ ୦୪.୩୬ ଗତେ ମକର। ତିଥି- ୮ମୀ ରାତ୍ରି ୦୮.୦୯ ଗତେ ୯ମୀ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର।

Sagittarius

ଧନୁ

Tuesday 02 Apr 2024

ମୂଳା- ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । କିଛି କାର‌୍ୟ୍ୟକଳାପ ଆପଣଙ୍କର ସରକାରଙ୍କ ବିରୋଧରେ ଯାଇପାରେ । ପାରିବାରିକ ଜୀବନରେ କମ୍ ଚାପ ରହିବ । ପତି, ପତ୍ନୀଙ୍କ ମଧ୍ୟରେ ସମ୍ପର୍କ ମଜବୁତ ରହିବ ।

ପୂ,ଷାଢା- ପଇସାପତ୍ରକୁ ନେଇ ଅନର୍ଥ ସୃଷ୍ଟି ହୋଇପାରେ । ଏକାଡେମିକ୍ କାର‌୍ୟ୍ୟ ଉପରେ ଧ୍ୟାନ ରଖିବା ଉଚିତ୍ । ଖେଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ।

ଉ,ଷାଢା- ନୂଆ ଜମି କିଣିବା ଆଗରୁ ଶୁଭ ମୁହୂର୍ତ୍ତ ଦେଖି କିଣନ୍ତୁ । ସଂଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ । ଋାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।

ପ୍ରତିକାର – ଶନି ଦେବଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :