• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୨ ତାରିଖ ମଙ୍ଗଳବାର। ଚନ୍ଦ୍ର- ଧନୁ ନିଶାନ୍ତ ୦୪.୩୬ ଗତେ ମକର। ତିଥି- ୮ମୀ ରାତ୍ରି ୦୮.୦୯ ଗତେ ୯ମୀ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର।

Capricorn

ମକର

Tuesday 02 Apr 2024

ଉ,ଷାଢା- ସ୍ୱାସ୍ଥ୍ୟ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । କାର‌୍ୟ୍ୟରେ ସଫଳତା ହାସଲ କରିପାରିବେ।

ଶ୍ରବଣା- ପ୍ରେମିକ ପ୍ରେମିକାମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତ୍ତିକୁ ନେଇ କିଛି ବିଶେଷ ଯୋଜନା ପ୍ରସ୍ତୁତ କରିପାରନ୍ତି।

ଧନିଷ୍ଠା- ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ଧାର୍ମିକ କାର‌୍ୟ୍ୟରେ ରୁଚି ବଢିବା ସହ ସମୟ ମଧ୍ୟ ଆନନ୍ଦମୟ ହେବ । ମାଲି ମକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :