ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ ।
କୃତିକା- ପରିବାରର ଲୋକଙ୍କ ସହଯୋଗ ମନୋଭାବରୁ ଖୁସି ରହିବେ । ସାମୟିକ ପ୍ରତିବନ୍ଧକ କାରଣରୁ କର୍ମକ୍ଷେତ୍ରରେ ସୁଯୋଗର ସଦ୍ବ୍ୟବହାର କରିବା କଷ୍ଟକର ହୋଇପାରେ । ହସ୍ତା ନକ୍ଷତ୍ର- ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ । ରୋହିଣୀ- କର୍ମକ୍ଷେତ୍ରରେ, ସଭା ସମିତିରେ, ରାଜନୈତିକ ସ୍ଥିତିରେ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପଡୋଶୀଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନକଲେ ବିବାଦଗ୍ରସ୍ଥ ହୋଇପଡିବେ। କଳା, ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନସନ୍ ଲାଗି ରହିବ। ମୃଗଶିରା- ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନୀତିରେ କିଛି ବିଶେଃଷ କଥା ଆଲୋଚନା କରିବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ ।
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ଶିକ୍ଷାର୍ଥୀମାନେ ପଢାରେ ସଫଳତା ପାଇବେ ।