ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ ।
ଧନିଷ୍ଠା- ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ଶତଭିଷା- ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ଶିକ୍ଷାର୍ଥୀମାନେ ପଢାରେ ସଫଳତା ପାଇବେ । ପୂ,ଭାଦ୍ରପଦ- ଉପରିସ୍ଥ କର୍ମଚାରୀମାନଙ୍କ ସହିତ କିଛି ବାଦ ବିବାଦ ଉପୁଜିପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ।
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ଶିକ୍ଷାର୍ଥୀମାନେ ପଢାରେ ସଫଳତା ପାଇବେ ।