• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ ।

Pisces

ମୀନ

Wednesday 02 Apr 2025

ପୂ,ଭାଦ୍ରପଦ- ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ ।  ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ବଢି ବଢି ଯାଉଥିବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ । ଆପଣ ସଂକୋଚବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ । ଉ,ଭାଦ୍ରପଦ- ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରିପାରନ୍ତି । ସହକର୍ମୀଙ୍କ ସହାୟତାରେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ । ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ । ରେବତୀ- ଭାଙ୍ଗିପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବାରେ ସମର୍ଥ ହେବେ । ଭୁଲ୍ ବୁଝାମଣାରୁ ମାନସିକ ଅବସାଦ ଦେଖାଦେଇପାରେ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । 


ପ୍ରତିକାର – ସୂର୍ଯ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ
 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ  ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ଶିକ୍ଷାର୍ଥୀମାନେ ପଢାରେ ସଫଳତା ପାଇବେ ।