• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ ।

Gemini

ମିଥୁନ

Wednesday 02 Apr 2025

ମୃଗଶିରା- ପ୍ରେମୀଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ବ୍ୟବସାୟରେ ଭାଗ୍ୟର ସହଯୋଗ  ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ ।
ଆଦ୍ରା- ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ପୁନର୍ବସୁ- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବେ । ମହିଳାମାନେ ଅଳଙ୍କାରମାନ କ୍ରୟ କରି ପାରନ୍ତି ।


ପ୍ରତିକାର – ଦତ୍ତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ  ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ଶିକ୍ଷାର୍ଥୀମାନେ ପଢାରେ ସଫଳତା ପାଇବେ ।