• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ ।

Cancer

କର୍କଟ

Wednesday 02 Apr 2025

ପୁନର୍ବସୁ- କାର୍ଯ୍ୟସିଦ୍ଧିରୁ ମନ ପ୍ରଫୁଲ୍ଲିତ ରହିବ। ନୂତନ ସ୍ଥାନ ବୁଲିଯିବାର ସୁଯୋଗ ମିଳିବ। ବନ୍ଧୁ ସହଯୋଗ ଓ ସମ୍ମାନ ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ପୁଷ୍ୟା- ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ । ବାକି ଥିବା ଅର୍ଥ ପାଇବା ପରେ ବ୍ୟବସାୟୀମାନେ ନୂତନ ବ୍ୟବସାୟର ପରିକଳ୍ପନା କରିବେ । ଅଶ୍ଲେଷା- ମହିଳାମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ । 


ପ୍ରତିକାର – ଶ୍ରୀ ଗଣେଶଙ୍କର ପୂଜା କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ  ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ଶିକ୍ଷାର୍ଥୀମାନେ ପଢାରେ ସଫଳତା ପାଇବେ ।