ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ ।
ମଘା-ପୁରାତନ ରୋଗରୁ ଉପଶମ ମିଳିବ । ମଧୁର କଥାରେ ପରକୁ ଆପଣାର କରିପାରନ୍ତି । କର୍ମ କ୍ଷେତ୍ରରେ ସ୍ଥାନାନ୍ତରର ଯୋଗ ରହିଛି । ପୂ,ଫାଲଗୁନି- ଶିକ୍ଷାର୍ଥୀମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ଉ,ଫାଲଗୁନି- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନବାହନ, ସଭସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧
ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ଶିକ୍ଷାର୍ଥୀମାନେ ପଢାରେ ସଫଳତା ପାଇବେ ।