ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ ।
ଉ,ଫଳଗୁନି- ପାରିବାରିକ କ୍ଷେତ୍ରରେ ନିଜ ନିଷ୍ପତ୍ତିକୁ ହଠାତ୍ ବଦଳାଇପାରନ୍ତି । ପରୋକ୍ଷ ଶତ୍ରୁତା କାରଣରୁ ସତର୍କରେ ନଚଳିଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି। ଚେଷ୍ଟା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ । ହସ୍ତା- ଛାତ୍ରଛାତ୍ରୀ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳାମାନେ ମାନସିକ ଶାନ୍ତି ପାଇବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । ଚିତ୍ରା- ସାମୟିକ ମନରେ ଅଶାନ୍ତି ସୃଷ୍ଟି ହେଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ଛାତ୍ରଛାତ୍ରୀ ପଢା ପାଇଁ ବିଦେଶକୁ ଯାଇପାରନ୍ତି । ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ ।
ପ୍ରତିକାର - ଗଣେଶଙ୍କୁ ଦ୍ୱବ ଦାନ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ଶିକ୍ଷାର୍ଥୀମାନେ ପଢାରେ ସଫଳତା ପାଇବେ ।