• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ ।

Libra

ତୁଳା

Wednesday 02 Apr 2025

ଚିତ୍ରା- କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ପ୍ରେମ ସମ୍ପର୍କ ଭଲ ରହିବ । କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ସ୍ୱାତୀ- କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ସଭାସମିତିରେ କୌଣସି କଥାରେ ଆପଣଙ୍କ ସପକ୍ଷରେ ଯିବ ନାହିଁ । ଶିକ୍ଷାତ୍ରୀମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ବିଶାଖା- ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ବିଶେଷ ଭ୍ରମଣ ସ୍ବାସ୍ଥ୍ୟ ହାନିର କାରଣ ହୋଇପାରେ । ବନ୍ଧୁଙ୍କ ସହାୟତାରେ ଗତକାଲିର ସମସ୍ୟା ଆଜି ସମାଧାନ ହୋଇଯିବ ।


ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ  ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ଶିକ୍ଷାର୍ଥୀମାନେ ପଢାରେ ସଫଳତା ପାଇବେ ।