• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ ।

Scorpio

ବିଛା

Wednesday 02 Apr 2025

ବିଶାଖା- ସାମୟିକ ଭାବରେ ପୁରାତନ ରୋଗରୁ ପୀଡ଼ା ଅନୁଭବ କରିପାରନ୍ତି । ନିକଟ ସମ୍ପର୍କୀୟଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବ । ଅନୁରାଧା- ରାଜନୀତି, ଅଧ୍ୟୟନ ଓ ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢ଼ିବ। ସାହିତ୍ୟ, କ୍ରୀଡ଼ା କ୍ଷେତ୍ରରେ ସୁନାମ ଅର୍ଜିବେ । ପରୋକ୍ଷ ଶତ୍ରୁତା କାରଣରୁ କାମଟିକୁ ସମ୍ପନ୍ନ କରିପାରିବେ ନାହିଁ । ଜ୍ୟେଷ୍ଠା- କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି । ମହିଳାମାନେ ଦୁଃଖିତ ରହିବେ । ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି ।


ପ୍ରତିକାର – ବିଧିପୂର୍ବକ ଶିବଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ  ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ଶିକ୍ଷାର୍ଥୀମାନେ ପଢାରେ ସଫଳତା ପାଇବେ ।