• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ ।

Sagittarius

ଧନୁ

Wednesday 02 Apr 2025

ମୂଳା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପୀଡା ଅପେକ୍ଷାକୃତ କମ ରହିବ । ପୂ,ଷାଢା- ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ସମାଜରେ ପ୍ରତିଷ୍ଠା ବୃଦ୍ଧି ହୋଇପାରେ । କୌଣସି ପ୍ରୋଗ୍ରାମରେ ଗୀତ ଗାଇବା ପାଇଁ ସୁଯୋଗ ମିଳିପାରେ । ଉ,ଷାଢା- ଗମ୍ଭୀରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତ୍ତି କିଣିବାର ଯୋଗ ରହିଛି । ଘରୋପକରଣ କିଣିବାରେ ଅଧିକ ବ୍ୟୟ କରିବେ ।

ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ଯ୍ୟଦେବଙ୍କୁ ଜଳ ଅର୍ପଣ କରନ୍ତୁ
 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ  ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ଶିକ୍ଷାର୍ଥୀମାନେ ପଢାରେ ସଫଳତା ପାଇବେ ।