• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ ।

Capricorn

ମକର

Wednesday 02 Apr 2025

ଉ,ଷାଢା- ଶାରିରୀକ କ୍ଳାନ୍ତି ଓ ଅବସାଦ ଅନୁଭବ କରିବେ । ବନ୍ଧୁଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବାର ସୂଚନା ରହିଛି । ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସି ଯାଇପାରେ । ଶ୍ରବଣା- କର୍ମ କ୍ଷେତ୍ରରେ ନିଯୁକ୍ତି ପାଇଁ ଚେଷ୍ଟା କରିବେ । ସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆତ୍ମୀୟମାନେ ହଠାତ୍ ଶତ୍ରୁତା କରିପାରନ୍ତି । ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ । ଧନିଷ୍ଠା- ମହିଳାମାନେ ଉଦାର ସ୍ୱଭାବ ରହିବେ । ଉତ୍ତରାଧିକାରୀ ସୂତ୍ରରେ କୌଣସି ସମ୍ପତ୍ତିର ମାଲିକାନା ପାଇପାରନ୍ତି । ଖେଳକୁଦରେ ଖୁସି ରହିବେ ।


ପ୍ରତିକାର – ହନୁମାନଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ  ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ଶିକ୍ଷାର୍ଥୀମାନେ ପଢାରେ ସଫଳତା ପାଇବେ ।