Daily Horoscope 2nd April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ ।

Aries

ମେଷ

Wednesday 02 Apr 2025

ଅଶ୍ୱନୀ- ପତିପତ୍ନୀଙ୍କ ମଧ୍ୟରେ ଭଲ ସମ୍ପର୍କ ସୃଷ୍ଟି ହେବ । ଆୟବ୍ୟୟ ସମାନ ପରିମାଣରେ ରହିବ । କୌଣସି ଲୋକକୁ ସାହାଯ୍ୟ କରିବାକୁ ଯାଇ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଦ୍ୱିଜା-ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । କୃତିକା- ବୃତ୍ତିଗତ ଜୀବନରେ ଉନ୍ନତି ଆଣିବା ପାଇଁ ବଡ ଧରଣର ବିନିଯୋଗ କରିବା ପାଇଁ ଯୋଜନା କରିବେ ।  ଅବଶ୍ୟ ଅଟକି ରହିଥିବା କାମଗୁଡ଼ିକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ।


ପ୍ରତିକାର-  ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ  ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ଶିକ୍ଷାର୍ଥୀମାନେ ପଢାରେ ସଫଳତା ପାଇବେ ।