• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd August 2023: ଏହି ରାଶିର ବ୍ୟକ୍ତିଙ୍କୁ ଧନଧାନ୍ୟ ପ୍ରାପ୍ତି ସମ୍ଭାବନା ରହିଛି..

ସୈାର କର୍କଟ ମାସ ଶ୍ରାବଣ (ମଳ)  କୃଷ୍ଣପକ୍ଷ । ଇଂରାଜୀରେ ୨ ତାରିଖ ବୁଧବାର । ଚନ୍ଦ୍ର – ମକର ଅହୋରାତ୍ର, ତିଥି -  ପ୍ରତିପଦ ରାତ୍ରି ୦୮.୦୬ ଗତେ ୨ୟା, ଘାତ ଚନ୍ଦ୍ର – ସିଂହ ରାତ୍ରି ୧୧.୨୬ ଗତେ ମିଥୁନ ଓ ମୀନ, ଘାତ ବାର – କର୍କଟ, ପୁଷ୍କର ଦୋଷ – ରାତ୍ରି ୦୮.୦୬ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ 

Aries

ମେଷ

Wednesday 02 Aug 2023

ଅଶ୍ୱନୀ - ଅର୍ଥ ସମ୍ବନ୍ଧୀୟ କୌଣସି କଥା ଶୁଣିବାକୁ ପାଇ ଉଲ୍ଲସିତ ହେବେ । ବନ୍ଧୁମିଳନ ସଙ୍ଗକୁ ଖୁସୀର ଆସର ଜମିବ । ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ କିମ୍ବା ସତର୍କତାର ସହ କାମ ନ କଲେ ଫସିଯାଇ ପାରନ୍ତି।

ଦ୍ୱିଜା - ପ୍ରଶାସନିକ କ୍ଷେତ୍ର ପ୍ରାୟତଃ ମଧ୍ୟମ ପ୍ରକାରର ରହିବ । ଅର୍ଥଲାଭ ସଙ୍ଗକୁ ସନ୍ତାନମାନଙ୍କ ଗୌରବରେ ନିଜକୁ ଗୌରବାନ୍ୱିତ ମନେକରିବେ । କିନ୍ତୁ ସହକର୍ମୀଙ୍କ ସହ ମତାନ୍ତର ଜନିତ ସମସ୍ୟା ବୃଦ୍ଧିର ସମ୍ଭାବନା ରହିଛି ।

କୃତିକା - ସାହିତ୍ୟ, କଳା, କ୍ଷେତ୍ରରୁ ପ୍ରଶଂସିତ ହେବେ । କିଛି ଜିନିଷ ହଜାଇବା କାରଣରୁ ଦିନଟା ଭଲରେ ବିତିବ ନାହିଁ।

ପ୍ରତିକାର - କେସରର ତିଲକ କପାଳରେ ଲଗାନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :