• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd August 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମ ଜୀବନ ମଧୁର ମୟ ରହିବ ...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ଦିବା ୦୩.୨୭ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୧୦.୫୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Aries

ମେଷ

Friday 02 Aug 2024

ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ସନ୍ତାନ ହେତୁକ ଚିନ୍ତା ଦୂର ହେବା ସମ୍ଭାବନା ରହିଛି । ଉଧାର ଦେଇଥିବା ଟଙ୍କା ମିଳିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ତୁଟିଯିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରନ୍ତୁ ।

ପ୍ରତିକାର- ଅଶ୍ୱସ୍ଥ ବୃକ୍ଷ ମୂଳେ ଗୁଡ ଥୋଇ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :