• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd August 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମ ଜୀବନ ମଧୁର ମୟ ରହିବ ...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ଦିବା ୦୩.୨୭ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୧୦.୫୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Pisces

ମୀନ

Friday 02 Aug 2024

ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । ଧର୍ମ ପୁସ୍ତକ ପଢିବାରେ ଆଗ୍ରହ ବଢିବ । ସାମାଜିକ କ୍ଷେତ୍ରରେ ଯଶ ବଢିବ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥା ବାର୍ତ୍ତା ହୁଅନ୍ତୁ ।

ପ୍ରତିକାର – କୈାଣସି ବ୍ରାହ୍ମଣର ସେବା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :