• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd August 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମ ଜୀବନ ମଧୁର ମୟ ରହିବ ...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ଦିବା ୦୩.୨୭ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୧୦.୫୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Gemini

ମିଥୁନ

Friday 02 Aug 2024

କର୍ମକ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସଫଳତା ପାଇବେ । କିଛି ସହାନୁଭୂତିମୂଳକ ଆଲୋଚନା ଓ ସମାଲୋଚନା ଭିତରେ ପରିବାରରେ ଶାନ୍ତି ଫେରି ଆସିପାରେ । ଦ୍ରବ୍ୟ ନଷ୍ଟ ହୋଇପାରେ । ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ।

ପ୍ରତିକାର- ଶ୍ରୀ ରାମଙ୍କର ରକ୍ଷା ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :