• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd August 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମ ଜୀବନ ମଧୁର ମୟ ରହିବ ...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ଦିବା ୦୩.୨୭ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୧୦.୫୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Leo

ସିଂହ

Friday 02 Aug 2024

ଟଙ୍କା ପଇସା ସମ୍ପର୍କିତ ସମସ୍ତ କାମ ସାବଧାନତା ସହକାରେ କରିବା ବିଧେୟ । ପରିବାର ଲୋକଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟହେବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପୁଅ ଝିଅଙ୍କ କର୍ମ ସ୍ଥିର ହେବା ଫଳରେ ଖୁସି ହେବେ ।

ପ୍ରତିକାର- କୁଳ ଦେବତାଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :