• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd August 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମ ଜୀବନ ମଧୁର ମୟ ରହିବ ...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ଦିବା ୦୩.୨୭ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୧୦.୫୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Virgo

କନ୍ୟା

Friday 02 Aug 2024

ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଭାଇ-ବନ୍ଧୁଙ୍କ ସହିତ ସମ୍ପର୍କ ଭଲ ରହିବ । ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ନୂଆ ଉଦ୍ୟୋଗୀ ଗଢିବା ପାଇଁ ଭାବିବେ । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :