• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd August 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମ ଜୀବନ ମଧୁର ମୟ ରହିବ ...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ଦିବା ୦୩.୨୭ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୧୦.୫୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Libra

ତୁଳା

Friday 02 Aug 2024

ସରକାରୀ ସ୍ତରରୁ ବହୁ ପ୍ରତୀକ୍ଷିତ ଖବରଟି ଅପରାହ୍ନରେ ପାଇ ଖୁସି ହେବେ । ନିର୍ମାଣ, ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ପ୍ରିୟବନ୍ଧୁଙ୍କୁ ଦେଇଥିବା ଅର୍ଥକୁ କେନ୍ଦ୍ରକରି କିଛି ସମସ୍ୟାର ସୂଚନା ରହିଛି । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ ।

ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :