• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd August 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମ ଜୀବନ ମଧୁର ମୟ ରହିବ ...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ଦିବା ୦୩.୨୭ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୧୦.୫୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Scorpio

ବିଛା

Friday 02 Aug 2024

ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ଜାଗା, ଜମି ଆଦି କ୍ରୟ କରିବେ । କ୍ରୀଡା ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।

ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :