• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd August 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମ ଜୀବନ ମଧୁର ମୟ ରହିବ ...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ଦିବା ୦୩.୨୭ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୧୦.୫୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Sagittarius

ଧନୁ

Friday 02 Aug 2024

ଦୁର୍ବଳତା ହେତୁ ପାରିବାରିକ ସମସ୍ୟା କ୍ରମଶଃ ଜଟିଳ ହେବା କାରଣରୁ ମନ ଭଲ ରହିବ ନାହିଁ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ଏବଂ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି । ବଳହୀନତାରୁ ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପଛରୁ ଗୋଡ ଟାଣିପାରନ୍ତି।

ପ୍ରତିକାର- ନାଲି ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :