• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd August 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମ ଜୀବନ ମଧୁର ମୟ ରହିବ ...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ଦିବା ୦୩.୨୭ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୧୦.୫୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Capricorn

ମକର

Friday 02 Aug 2024

ଛୋଟ କଥାକୁ ନେଇ ପ୍ରେମୀଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ ।

ପ୍ରତିକାର – ସୂର୍ଯ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :