ଅଶ୍ୱନୀ- ବ୍ୟବସାୟରେ ମଧ୍ୟମ ଧରଣର ଲାଭ ପାଇବେ । ଆପଣଙ୍କୁ ଅର୍ଥଲାଭ ସାଙ୍ଗକୁ ବାକ୍ ବିଳାସ ପ୍ରଦାନ କରିବ। କର୍ମଜୀବିମାନେ କର୍ମ ପ୍ରବଣତା ଦେଖାଇବେ ।
ମୃଗଶିରା-ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳ କ୍ରମେ ସମାଧାନ ହେବ । ନୂଆ କାମରେ ଘର ଲୋକ ସାହାଯ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ ହେବ । ଆଦ୍ରା- ବିଦ୍ୟାର୍ଥୀ ପାଠପଢାରେ ଧ୍ୟାନ ଦେବେ । ନୂତନ ଚାକିରୀରେ ପ୍ରତିଷ୍ଠିତ ହେବେ । ପ୍ରଶାସନିକ କ୍ଷେତ୍ରରେ ଶୁଭ ଫଳଲାଭ ପାଇପାରିବେ । ପୁନର୍ବସୁ- ପରିବାରର ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ଅନ୍ୟମାନଙ୍କୁ ଖୁସିରେ ରଖିବା ସକାଶେ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ ବିଫଳ ହୋଇପାରନ୍ତି। ନୂତନ ପ୍ରକଳ୍ପ ଆରମ୍ଭ କରିପାରନ୍ତି ।
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ଅଶ୍ୱନୀ- ବ୍ୟବସାୟରେ ମଧ୍ୟମ ଧରଣର ଲାଭ ପାଇବେ । ଆପଣଙ୍କୁ ଅର୍ଥଲାଭ ସାଙ୍ଗକୁ ବାକ୍ ବିଳାସ ପ୍ରଦାନ କରିବ। କର୍ମଜୀବିମାନେ କର୍ମ ପ୍ରବଣତା ଦେଖାଇବେ ।