• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Dec 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇପାରନ୍ତି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ ଅହୋରାତ୍ର, ତିଥି- ୯ମୀ ପ୍ରାତଃ ୦୬/୧୫ ଗତେ ୧୦ମୀ, ଘାତ ଚନ୍ଦ୍ର- ଧନୁ ଅହୋରାତ୍ର, ଘାତ ବାର – ବିଛା , ଧନୁ ଓ ମୀନ, ପୁଷ୍କର ଦୋଷ – ନାସ୍ତି

Aries

ମେଷ

Friday 02 Dec 2022

ଅଶ୍ୱନୀ – ପାରିପାରିକ ଜୀବନ ସୁଖକର ହୋଇପାରେ । ନୂଆ କାମ ଆରମ୍ଭ କରିବା ପାଇଁ ଦିନଟି ଉପଯୁକ୍ତ ରହିବ । ଆମଦାନି ବୃଦ୍ଧି ହେବାର ସମ୍ଭାବନା ରହିଛି।

ଦ୍ୱିଜା – ଡାକ୍ତରଙ୍କର ଖ୍ୟାତି ସୁଦୂର ପ୍ରସାରୀ ହେବ । ଛାତ୍ରଛାତ୍ରୀ କ୍ୟାରିୟରରେ ନୂଆ ରୂପରେ ସୁଶୋଭିତ ହେବେ । ଅଫିସ୍‌ରେ ସୃଷ୍ଟି ହୋଇଥିବା ବିଶୃଖଂଳାକୁ ଠିକ୍ କରିବେ।

କୃତିକା – ସାମାଜିକ ସହଯୋଗ ଲାଭ କରିବେ । ଶତୃଙ୍କର ଷଡଯନ୍ତ୍ରର ଶିକାର ହୋଇ ପାରନ୍ତି ।

ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :