• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Dec 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇପାରନ୍ତି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ ଅହୋରାତ୍ର, ତିଥି- ୯ମୀ ପ୍ରାତଃ ୦୬/୧୫ ଗତେ ୧୦ମୀ, ଘାତ ଚନ୍ଦ୍ର- ଧନୁ ଅହୋରାତ୍ର, ଘାତ ବାର – ବିଛା , ଧନୁ ଓ ମୀନ, ପୁଷ୍କର ଦୋଷ – ନାସ୍ତି

Taurus

ବୃଷ

Friday 02 Dec 2022

କୃତିକା - ବନ୍ଧୁ ମାଧ୍ୟମରେ ଅଶାନ୍ତିର ସମାଧାନ ବାହାରିବ । ଶାରୀରିକ କଷ୍ଟ ଅନୁଭବ କରିବେ । ଅର୍ଥ ଲାଭ ସାଙ୍ଗକୁ ଖୋଜୁଥିବା ଜିନିଷ ହଠାତ୍ ପାଇଯିବେ।

ରୋହିଣୀ – ସଙ୍ଗୀତ କ୍ଷେତ୍ରରେ ପ୍ରଶଂସା ପାଇପାରନ୍ତି । ଅନ୍ୟମାନଙ୍କ ଆଗରେ ନିଜ ମତ ରଖିବାରେ ସଫଳ ହେବେ । ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ।

ମୃଗଶିରା – କୈାଣସି କାର୍ଯ୍ୟରେ ସଫଳତାରେ ବିଘ୍ନ ସୃଷ୍ଟି ହୋଇପାରେ । ଜମିଜମାକୁ ନେଇ ଶତ୍ରୁ ଉପୁଜିବେ ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :