• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Dec 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇପାରନ୍ତି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ ଅହୋରାତ୍ର, ତିଥି- ୯ମୀ ପ୍ରାତଃ ୦୬/୧୫ ଗତେ ୧୦ମୀ, ଘାତ ଚନ୍ଦ୍ର- ଧନୁ ଅହୋରାତ୍ର, ଘାତ ବାର – ବିଛା , ଧନୁ ଓ ମୀନ, ପୁଷ୍କର ଦୋଷ – ନାସ୍ତି

Virgo

କନ୍ୟା

Friday 02 Dec 2022

ଉ , ଫାଲଗୁନୀ – ଅନ୍ୟ ମନସ୍କ ରହି ଯାତ୍ରା ସମୟରେ ଦୁର୍ଘଟଣାର ଶିକାର ହୋଇପାରନ୍ତି । ସ୍ଥିର ମନ ଦେଇ ସବୁ ସମସ୍ୟାର ସରଳ ସମାଧାନ କରି ପାରିବେ ।

ହସ୍ତା – ଚାକିରି କ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇପାରନ୍ତି । ବିଦ୍ୟାର୍ଥୀ ମାନଙ୍କର ଆଶା ପୂରଣ ହୋଇପାରେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି।

ଚିତ୍ରା – ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ରହିବ । ହିସାବ , ନିକାଶ ପାଇଁ ସୁନ୍ଦର ଅବସର ପାଇପାରନ୍ତି ।

ପ୍ରତିକାର - ବିଷ୍ଣୁଙ୍କ ବିଗ୍ରହକୁ ପୂଜା କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :