• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Dec 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇପାରନ୍ତି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ ଅହୋରାତ୍ର, ତିଥି- ୯ମୀ ପ୍ରାତଃ ୦୬/୧୫ ଗତେ ୧୦ମୀ, ଘାତ ଚନ୍ଦ୍ର- ଧନୁ ଅହୋରାତ୍ର, ଘାତ ବାର – ବିଛା , ଧନୁ ଓ ମୀନ, ପୁଷ୍କର ଦୋଷ – ନାସ୍ତି

Libra

ତୁଳା

Friday 02 Dec 2022

ଚିତ୍ରା – ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ । ଆପଣଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ଚାକିରୀରେ ବେତନ ବୃଦ୍ଧିର ସମ୍ଭାବନା ଅଛି ।

ସ୍ୱାତୀ – ଲେଖାପଢାରେ ସାଥିଙ୍କ ସାହାର୍ଯ୍ୟ ସହଯୋଗ ମିଳିବ । ରାଜନୈତିକ ସମ୍ମାନ ଓ ସମର୍ଥନ ପାଇବେ । ବ୍ୟବସାୟରେ ଧିରେ ଧିରେ ଉନ୍ନତି ହେବ ।

ବିଶାଖା – ମହିଳା ମାନେ ପାରିବାରିକ ଚିନ୍ତାରେ ଚିନ୍ତିତ ରହିବେ । ଭାଇ-ଭାଇ ଭିତରେ ଲାଗି ରହି ଥିବା କଳହର ସମାପ୍ତ ହେବ ।

ପ୍ରତିକାର – ଶିବ ମନ୍ଦିର ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :