• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Dec 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇପାରନ୍ତି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ ଅହୋରାତ୍ର, ତିଥି- ୯ମୀ ପ୍ରାତଃ ୦୬/୧୫ ଗତେ ୧୦ମୀ, ଘାତ ଚନ୍ଦ୍ର- ଧନୁ ଅହୋରାତ୍ର, ଘାତ ବାର – ବିଛା , ଧନୁ ଓ ମୀନ, ପୁଷ୍କର ଦୋଷ – ନାସ୍ତି

Sagittarius

ଧନୁ

Friday 02 Dec 2022

ମୂଳା – ପରିବାରରେ ସନ୍ତାନ ଚିନ୍ତା ଜାଗ୍ରତ ହେବ । ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ । ସରକାରୀ ସ୍ତରରେ ଆର୍ଥିକ ସାହାର୍ଯ୍ୟ ପାଇବାର ସୂଚନା ମନକୁ ଉଲ୍ଲସିତ କରିପାରେ ।

ପୂ , ଷାଢା – ରାଜନୈତିକ ଶତୃତା ବଢି ପାରନ୍ତି । ପରିସ୍ଥିତି ବଶତଃ ଧାର କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ। ଛାତ୍ରଛାତ୍ରୀ ମାନେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହୋଇପାରନ୍ତି ।

ଉ , ଷାଢା – ବନ୍ଧୁଙ୍କ ସହ ମହତ୍ୱପୂର୍ଣ୍ଣ କଥା ଆଲୋଚନା କରିବେ । ବିବାଦୀୟ ଘଟଣା ଟିକେ ଜଟିଳ ଆଡକୁ ଗତି କରିବେ।

ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :