• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Dec 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇପାରନ୍ତି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ ଅହୋରାତ୍ର, ତିଥି- ୯ମୀ ପ୍ରାତଃ ୦୬/୧୫ ଗତେ ୧୦ମୀ, ଘାତ ଚନ୍ଦ୍ର- ଧନୁ ଅହୋରାତ୍ର, ଘାତ ବାର – ବିଛା , ଧନୁ ଓ ମୀନ, ପୁଷ୍କର ଦୋଷ – ନାସ୍ତି

Capricorn

ମକର

Friday 02 Dec 2022

ଉ , ଷାଢା - ସ୍ୱାର୍ଥହାନି ଆଶାଙ୍କାରେ ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ସନ୍ଦେହଜନକ ବାତାବରଣ ମଧ୍ୟରେ ଅଣନିଶ୍ୱାସୀ ହେବାକୁ ପଡିପାରେ ।

ଶ୍ରବଣା – ଲୋକ ମାନେ ଆପଣଙ୍କ ଜ୍ଞାନ ଦ୍ୱାରା ପ୍ରଭାବିତ ହେବେ । ସରକାରୀ କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ । ବିଦ୍ୟାର୍ଥି ମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ଧନିଷ୍ଠା – ମହିଳା ମାନେ ସୁଖଭାଗିନୀ ହେବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :