• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Dec 2023: ଏହ ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍‌ ଲାଭଦାୟକ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶନିବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ୫ମୀ ସନ୍ଧ୍ୟା ୦୫.୧୪ ଗତେ ୬ଷ୍ଠୀ ।

Taurus

ବୃଷ

Saturday 02 Dec 2023

କୃତିକା- ସ୍ୱାସ୍ଥ୍ୟ ସମ୍ବନ୍ଧିତ କିଛି ସମସ୍ୟା ମଧ୍ୟ ଦେଖା ଦେଇପାରେ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ । ଜୀବନ ସାଥୀଙ୍କ ସହିତ ଦୀର୍ଘ ସମୟ ଧରି କଥାବାର୍ତା କରିବେ ।

ରୋହିଣୀ- ଗୃହିଣୀଙ୍କ ଘର କାମରେ ଘର ଲୋକ ସାହାର୍ଯ୍ୟ କରିବେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ ।  ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି ।

ମୃଗଶିରା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର-ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ