• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Dec 2023: ଏହ ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍‌ ଲାଭଦାୟକ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶନିବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ୫ମୀ ସନ୍ଧ୍ୟା ୦୫.୧୪ ଗତେ ୬ଷ୍ଠୀ ।

Aquarius

କୁମ୍ଭ

Saturday 02 Dec 2023

ଧନିଷ୍ଠା- ନିଜ ମନରେ ନୂଆ ନୂଆ ବିଚାର ଆସିପାରେ । ବ୍ୟବସାୟ ସଂପୂର୍ଣ୍ଣ କ୍ଷତିରେ ଚାଲିପାରନ୍ତି । ଶାରିରୀକ ଦୁର୍ବଳତା ଦେଖାଦେବ । ପାରିବାରିକ ଜୀବନରେ ପତ୍ନୀ ପିଡା ସହ ସନ୍ତାନ ଲାଭର ଯୋଗ ରହିଛି ।

ଶତଭିଷା- ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ବେପାର ବୃତିରୁ ସଫଳତା ହାସଲ  କରିବେ । ଜୀବନ ସାଥି ଆପଣଙ୍କର ପ୍ରଂଶସା କରିବେ । ଆଇନ ଛାତ୍ର ମାନେ ସମୟର ସଦୁପଯୋଗ କରନ୍ତୁ ।

ପୂ,ଭାଦ୍ରପଦ- ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ନିଜର ଲୋକମାନେ ମଧ୍ୟ ବିରୁଦ୍ଧାଚରଣ କରିପାରନ୍ତି । ସାମାଜିକ ସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । 

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ