• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Dec 2023: ଏହ ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍‌ ଲାଭଦାୟକ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶନିବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ୫ମୀ ସନ୍ଧ୍ୟା ୦୫.୧୪ ଗତେ ୬ଷ୍ଠୀ ।

Pisces

ମୀନ

Saturday 02 Dec 2023

ପୂ, ଭାଦ୍ରପଦ- ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ । ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ । ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ରୋଗରେ କଷ୍ଟ ପାଇବେ ।

ଉ,ଭାଦ୍ରପଦ- ବିଦ୍ୟାର୍ଥୀ ମାନେ କିଛି ସଫଳତା ପାଇପାରନ୍ତି । ସରକାରୀ କାମରେ ସଫଳତା ପାଇବେ । ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି । ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।

ରେବତୀ- ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଘରକୁ ସଜାଡିବାରେ ବହୁତ ସମୟ ନେଇପାରନ୍ତି ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର-ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ