• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Dec 2023: ଏହ ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍‌ ଲାଭଦାୟକ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶନିବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ୫ମୀ ସନ୍ଧ୍ୟା ୦୫.୧୪ ଗତେ ୬ଷ୍ଠୀ ।

Gemini

ମିଥୁନ

Saturday 02 Dec 2023

ମୃଗଶିରା- ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୌଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।

ଆଦ୍ରା- ଶ୍ରମିକ ଓ କର୍ମଚାରୀମାନଙ୍କୁ ସଠିକ୍ ପରାମର୍ଶ ଦେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ । ଛାତ୍ରଛାତ୍ରୀ ମାନେ ବିଦେଶଯାତ୍ରା କରି ପାରିବେ । ଖୋଜୁଥିବା ଜିନିଷଟି ପାଇ ଆନନ୍ଦିତ ହେବେ ।

ପୁନର୍ବସୁ- ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ ।  ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର୍ଯ୍ୟ ସୂଚୀରେ ପରିବର୍ତନ କରିବେ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର-ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ