• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Dec 2023: ଏହ ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍‌ ଲାଭଦାୟକ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶନିବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ୫ମୀ ସନ୍ଧ୍ୟା ୦୫.୧୪ ଗତେ ୬ଷ୍ଠୀ ।

Leo

ସିଂହ

Saturday 02 Dec 2023

ମଘା- ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ, ମହିଳା ମାନେ ସମ୍ମାନୀୟ ହେବେ ।

ପୂ,ଫାଲଗୁନି- ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ ।

ଉ,ଫାଲଗୁନି- ମହିଳା ମାନେ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ । ସାହିତ୍ୟିକଙ୍କ ଲାଗି ଦିନଟି ଭଲ ରହିବ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧

ପ୍ରତିକାର-ସୂର୍ଯ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ