• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Dec 2023: ଏହ ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍‌ ଲାଭଦାୟକ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶନିବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ୫ମୀ ସନ୍ଧ୍ୟା ୦୫.୧୪ ଗତେ ୬ଷ୍ଠୀ ।

Virgo

କନ୍ୟା

Saturday 02 Dec 2023

ଉ, ଫଳଗୁନି- ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ପ୍ରେମିଯୁଗଳ ଏକାନ୍ତରେ ସମୟ କାଟିବେ ।

ହସ୍ତା- ପ୍ରତିଯୋଗୀତାରେ ସଫଳ ହେବେ । ଉଚ୍ଚ ଶିକ୍ଷା ପାଇଁ ଭଲ ସୁଯୋଗ ପାଇବେ । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ ।

ଚିତ୍ରା- ଖୋଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର-ମିଠା ଖାଇ ଘରୁ ବାହରନ୍ତୁ