• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Dec 2023: ଏହ ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍‌ ଲାଭଦାୟକ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶନିବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ୫ମୀ ସନ୍ଧ୍ୟା ୦୫.୧୪ ଗତେ ୬ଷ୍ଠୀ ।

Libra

ତୁଳା

Saturday 02 Dec 2023

ଚିତ୍ରା- ପ୍ରେମ ସମ୍ପର୍କ ବିବାହରେ ପରିଣତ ହେବ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ଉନ୍ନତମାନର ଫଳପାଇବେ ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ ।

ସ୍ୱାତୀ- ବିଦ୍ୟାର୍ଥୀ ମାନେ  ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।

ବିଶାଖା- ଜାଗା, ଜମି ଆଦି କ୍ରୟ କରିବେ । କ୍ରୀଡା ପ୍ରତି ଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର-ପର୍ଶୁରାମକୁ ପୂଜାର୍ଚ୍ଚନା କରନ୍ତୁ