• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Dec 2023: ଏହ ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍‌ ଲାଭଦାୟକ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶନିବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ୫ମୀ ସନ୍ଧ୍ୟା ୦୫.୧୪ ଗତେ ୬ଷ୍ଠୀ ।

Scorpio

ବିଛା

Saturday 02 Dec 2023

ବିଶାଖା- ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ସାମାନ୍ୟ ଚିନ୍ତା ଦେଖାଦେବ । କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ  ନିଷ୍ପତି  ନେଇ ସଫଳ  ହେବେ । କୌଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ ।

ଅନୁରାଧା- କାର୍ଯ୍ୟ ଦକ୍ଷିତା ପ୍ରଦର୍ଶନ କରି ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ।  ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ । ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ ।

ଜ୍ୟେଷ୍ଠା- ଆୟରଉତ୍ସ ବୃଦ୍ଧି ପାଇବା ଫଳରେ, ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର‌୍ୟ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର-ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ