• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Dec 2023: ଏହ ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍‌ ଲାଭଦାୟକ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶନିବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ୫ମୀ ସନ୍ଧ୍ୟା ୦୫.୧୪ ଗତେ ୬ଷ୍ଠୀ ।

Sagittarius

ଧନୁ

Saturday 02 Dec 2023

ମୂଳା- ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ଗୃହରେ କୌଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ ।

ପୂ, ଷାଢା- ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ ।

ଉ,ଷାଢା- ଆୟନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ମହିଳା ମାନେ ଅଚାନକ କୈାଣସି ନିର୍ଣ୍ଣୟ ନିଅନ୍ନୁ ନାହିଁ ।

ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର-ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ